2 Chronicles 12:8 — Compare Translations
5 translations compared side by side
Odia - 1840
"କିନ୍ତୁ ୟିରୁଶାଲମର ଲୋକମାନେ ଶୀଶକ୍ର ଦାସ ହବେେ। ସମାନେେ ଯେପରି ଶିକ୍ଷା କରିବେ, ଆମ୍ଭର ସବୋ କରିବା ଅନ୍ୟ ଦେଶୀଯ ରାଜାମାନଙ୍କର ସବୋ କରିବାଠାରୁ ସମ୍ପୂର୍ଣ୍ଣ ଭିନ୍ନ ଅଟେ, ଏଥିନିମନ୍ତେ ଏହା ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯିରୁଶାଲମର ଲୋକମାନେ ଶୀଶକ୍ର ଦାସ ହେବେ। ସେମାନେ ଯେପରି ଶିକ୍ଷା କରିବେ, ଆମ୍ଭର ସେବା କରିବା ଅନ୍ୟ ଦେଶୀୟ ରାଜାମାନଙ୍କର ସେବା କରିବାଠାରୁ ସମ୍ପୂର୍ଣ୍ଣ ଭିନ୍ନ ଅଟେ, ଏଥିନିମନ୍ତେ ଏହା ଘଟିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ।”
Odia IRV 2017 (ଓଡିଆ ବାଇବେଲ)
ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ।