2 Chronicles 12:9 — Compare Translations

5 translations compared side by side

Odia - 1840
"ଶୀଶକ୍ ୟିରୁଶାଲମ ଉପରେ ଆକ୍ରମଣ କଲେ ଓ ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ଧନସମ୍ପତ୍ତି ସବୁ ଲୁଟି ନଇଗେଲେ। ଶୀଶକ୍ ମିଶରର ରାଜା ଥିଲେ। ଆଉ ସେ ରାଜାଙ୍କ ଗୃହ ରେ ଥିବା ଧନସମ୍ପତ୍ତି ସବୁ ଲୁଟି ନଇଗେଲେ। ଆହୁରି ମଧ୍ଯ ସେ ଶ ଲୋମ ନିର୍ମାଣ କରିଥିବା ସୁବର୍ଣ୍ଣ ଢ଼ାଲ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମିସରର ରାଜା ଶୀଶକ୍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ ଢାଲ ସବୁ ହିଁ ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶୀଶକ୍ ଯିରୁଶାଲମ ଉପରେ ଆକ୍ରମଣ କଲେ ଓ ସଦାପ୍ରଭୁଙ୍କ ମନ୍ଦିରରେ ଥିବା ଧନସମ୍ପତ୍ତି ସବୁ ଲୁଟି ନେଇଗଲେ। ଶୀଶକ୍ ମିଶରର ରାଜା ଥିଲେ। ଆଉ ସେ ରାଜାଙ୍କ ଗୃହରେ ଥିବା ଧନସମ୍ପତ୍ତି ସବୁ ଲୁଟି ନେଇଗଲେ। ଆହୁରି ମଧ୍ୟ ସେ ଶଲୋମନ ନିର୍ମାଣ କରିଥିବା ସୁବର୍ଣ୍ଣ ଢାଲ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମିସରର ରାଜା ଶୀଶକ୍‍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲସବୁ ହିଁ ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମିସରର ରାଜା ଶୀଶକ୍‍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ ଢାଲ ସବୁ ହିଁ ନେଇଗଲା।