2 Chronicles 13:1 — Compare Translations

5 translations compared side by side

Odia - 1840
"ରାଜା ୟାରବିଯାମ୍ଙ୍କ ରାଜତ୍ବର ଅଠର ବର୍ଷ ରେ ଅବିଯ ଯିହୁଦାର ନୂତନ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାରବୀୟାମ୍ ରାଜାଙ୍କର ଅଧିକାରର ଅଠର ବର୍ଷରେ ଅବୀୟ ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଅବିୟ ରାଜା ଯାରବିୟା‌ମଙ୍କ ରାଜତ୍ୱର ଅଠର ବର୍ଷରେ ଅବିୟ ଯିହୁଦାର ନୂତନ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାରବୀୟାମ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ଅବୀୟ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
Odia IRV 2017 (ଓଡିଆ ବାଇବେଲ)
ଯାରବୀୟାମ୍‍ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ଅବୀୟ ଯିହୁଦା ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ।

Recommended Reading