2 Chronicles 13:11 — Compare Translations

5 translations compared side by side

Odia - 1840
"ସମାନେେ ପ୍ରତି ପ୍ରଭାତ ରେ ଓ ପ୍ରତି ସନ୍ଧ୍ଯା ରେ ସଦାପ୍ରଭୁଙ୍କ ନିକଟରେ ହାମବେଳି ଓ ସୁଗନ୍ଧି ଧୂପ ଉତ୍ସର୍ଗ କରନ୍ତି। ସମାନେେ ମନ୍ଦିର ମଧିଅରେ ଥିବା ବିଶଷେ ମଜେ ଉପରେ ଧାଡ଼ି ରେ ରୋଟୀ ସଜାଇ ରଖନ୍ତି। ଆଉ ସମାନେେ ସୁବର୍ଣ୍ଣ ପ୍ରଦୀପଧାର ଗୁଡ଼ିକର ଯତ୍ନ ନିଅନ୍ତି, ତେଣୁ ପ୍ରେତ୍ୟକକ ସନ୍ଧ୍ଯା ରେ ପ୍ରଦୀପ ଝକ୍ମକ୍ କରେ। ଆମ୍ଭମାନେେ ଅତି ଯତ୍ନପୂର୍ବକ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କର ସବୋ କରୁ। କିନ୍ତୁ ତୁମ୍ଭମାନେେ ତାଙ୍କୁ ସମ୍ପୂର୍ଣ୍ଣରୂପେ ତ୍ଯାଗ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୋଟୀ ଓ ପ୍ରତି ସନ୍ଧ୍ୟାରେ ଜ୍ଵଳାଇବା ପାଇଁ ପ୍ରଦୀପ ସହିତ ସ୍ଵର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ନିକଟରେ ହୋମବଳି ଓ ସୁଗନ୍ଧି ଧୂପ ଉତ୍ସର୍ଗ କରନ୍ତି। ସେମାନେ ମନ୍ଦିର ମଧ୍ୟରେ ଥିବା ବିଶେଷ ମେଜ ଉପରେ ଧାଡ଼ିରେ ରୋଟୀ ସଜାଇ ରଖନ୍ତି। ଆଉ ସେମାନେ ସୁବର୍ଣ୍ଣ ପ୍ରଦୀପଧାର ଗୁଡ଼ିକର ଯତ୍ନ ନିଅନ୍ତି, ତେଣୁ ପ୍ରତ୍ୟେକ ସନ୍ଧ୍ୟାରେ ପ୍ରଦୀପ ଝ‌କ୍‌ମକ୍ କରେ। ଆମ୍ଭେମାନେ ଅତି ଯତ୍ନପୂର୍ବକ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ସେବା କରୁ। କିନ୍ତୁ ତୁମ୍ଭେମାନେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ତ୍ୟାଗ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।
Odia IRV 2017 (ଓଡିଆ ବାଇବେଲ)