2 Chronicles 13:14 — Compare Translations

5 translations compared side by side

Odia - 1840
"ଅବିଯଙ୍କ ସୈନ୍ଯଦଳ ରେ ଥିବା ଯିହୁଦାର ସୈନ୍ଯଗଣ ଯେତବେେଳେ ଚତୁର୍ଦ୍ଦିଗକୁ ଚାହିଁଲେ, ସମାନେେ ଦେଖିଲେ ଯେ, ୟାରବିଯାମ୍ଙ୍କ ସୈନ୍ଯଦଳ ସମ୍ମୁଖରୁ ଓ ପଶ୍ଚାତ୍ରୁ ଉଭୟ ପାଶର୍‌ବରୁ ଆକ୍ରମଣ କରୁଛନ୍ତି। ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ନିକଟରେ ପାଟି କରି ଡାକ ପକାଇଲେ ଓ ଯାଜକମାନେ ତୂରୀ ବଜାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୁଦା ପଛକୁ ଅନାନ୍ତେ, ଦେଖ, ସେମାନଙ୍କ ଆଗରେ ଓ ପଛରେ ଯୁଦ୍ଧ; ତହୁଁ ସେମାନେ ସଦାପ୍ରଭୁଙ୍କ ନିକଟରେ ଡାକ ପକାଇଲେ ଓ ଯାଜକମାନେ ତୂରୀଧ୍ଵନି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବିୟଙ୍କ ସୈନ୍ୟଦଳରେ ଥିବା ଯିହୁଦାର ସୈନ୍ୟଗଣ ଯେତେବେଳେ ଚତୁର୍ଦ୍ଦିଗକୁ ଗ୍ଭହିଁଲେ, ସେମାନେ ଦେଖିଲେ ଯେ, ଯାରବିୟା‌ମଙ୍କ ସୈନ୍ୟଦଳ ସମ୍ମୁଖରୁ ଓ ପଶ୍ଚାତ୍‌ରୁ ଉଭୟ ପାର୍ଶ୍ୱରୁ ଆକ୍ରମଣ କରୁଛନ୍ତି। ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ନିକଟରେ ପାଟି କରି ଡାକ ପକାଇଲେ ଓ ଯାଜକମାନେ ତୂରୀ ବଜାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୁଦା ପଛକୁ ଅନାନ୍ତେ, ଦେଖ, ସେମାନଙ୍କ ଆଗରେ ଓ ପଛରେ ଯୁଦ୍ଧ; ତହୁଁ ସେମାନେ ସଦାପ୍ରଭୁଙ୍କ ନିକଟରେ ଡାକ ପକାଇଲେ ଓ ଯାଜକମାନେ ତୂରୀଧ୍ୱନି କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୁଦା ପଛକୁ ଅନାନ୍ତେ, ଦେଖ, ସେମାନଙ୍କ ଆଗରେ ଓ ପଛରେ ଯୁଦ୍ଧ; ତହୁଁ ସେମାନେ ସଦାପ୍ରଭୁଙ୍କ ନିକଟରେ ଡାକ ପକାଇଲେ ଓ ଯାଜକମାନେ ତୂରୀଧ୍ୱନି କଲେ।