2 Chronicles 13:15 — Compare Translations

5 translations compared side by side

Odia - 1840
"ଏହା ପରେ ଯିହୁଦାର ଲୋକମାନେ ଜୋର୍ ରେ ଚିତ୍କାର କଲେ। ଯିହୁଦାର ଲୋକମାନେ ଯେତବେେଳେ ଜୋର୍ ରେ ଚିତ୍କାର କଲେ, ପରମେଶ୍ବର ୟାରବିଯାମଙ୍କ ସୈନ୍ଯଦଳକୁ ପରାସ୍ତ କଲେ। ଇଶ୍ରାୟେଲରୁ ଆଗତ ୟାରବିଯାମ୍ଙ୍କ ସମସ୍ତ ସୈନ୍ଯଦଳ ଯିହୁଦାରୁ ଆଗତ ଅବିଯଙ୍କ ସୈନ୍ଯଦଳ ଦ୍ବାରା ପରାସ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିହୁଦାର ଲୋକମାନେ ସିଂହନାଦ କଲେ; ଆଉ ଯିହୁଦାର ଲୋକମାନେ ସିଂହନାଦ କରିବା ସମୟରେ ପରମେଶ୍ଵର ଅବୀୟ ଓ ଯିହୁଦାର ସମ୍ମୁଖରେ ଯାରବୀୟାମ୍ଙ୍କୁ ସମସ୍ତ ଇସ୍ରାଏଲକୁ ଆଘାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୁଦାର ଲୋକମାନେ ଜୋ‌ର୍‌ରେ ଚିତ୍କାର କଲେ। ଯିହୁଦାର ଲୋକମାନେ ଯେତେବେଳେ ଜୋ‌ର୍‌ରେ ଚିତ୍କାର କଲେ, ପରମେଶ୍ୱର ଯାରବିୟାମଙ୍କ ସୈନ୍ୟଦଳକୁ ପରାସ୍ତ କଲେ। ଇସ୍ରାଏଲରୁ ଆଗତ ଯାରବିୟା‌ମଙ୍କ ସମସ୍ତ ସୈନ୍ୟଦଳ ଯିହୁଦାରୁ ଆଗତ ଅବିୟଙ୍କ ସୈନ୍ୟଦଳ ଦ୍ୱାରା ପରାସ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିହୁଦାର ଲୋକମାନେ ସିଂହନାଦ କଲେ; ଆଉ ଯିହୁଦାର ଲୋକମାନେ ସିଂହନାଦ କରିବା ସମୟରେ ପରମେଶ୍ୱର ଅବୀୟ ଓ ଯିହୁଦାର ସମ୍ମୁଖରେ ଯାରବୀୟାମଙ୍କୁ ଓ ସମସ୍ତ ଇସ୍ରାଏଲକୁ ଆଘାତ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯିହୁଦାର ଲୋକମାନେ ସିଂହନାଦ କଲେ; ଆଉ ଯିହୁଦାର ଲୋକମାନେ ସିଂହନାଦ କରିବା ସମୟରେ ପରମେଶ୍ୱର ଅବୀୟ ଓ ଯିହୁଦାର ସମ୍ମୁଖରେ ଯାରବୀୟାମଙ୍କୁ ଓ ସମସ୍ତ ଇସ୍ରାଏଲକୁ ଆଘାତ କଲେ।