2 Chronicles 13:16 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ଯିହୁଦାର ଲୋକମାନଙ୍କଠାରୁ ପଳାଯନ କଲେ। ପରମେଶ୍ବର ଇଶ୍ରାୟେଲର ସୈନ୍ଯଗଣଙ୍କୁ ପରାସ୍ତ କରିବା ନିମନ୍ତେ ଯିହୁଦାର ସୈନ୍ଯଦଳକୁ ଆଗଇେ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ-ସନ୍ତାନଗଣ ଯିହୁଦା ସମ୍ମୁଖରୁ ପଳାଇଲେ ଓ ପରମେଶ୍ଵର ସେମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ଯିହୁଦାର ଲୋକମାନଙ୍କଠାରୁ ପଳାୟନ କଲେ। ପରମେଶ୍ୱର ଇସ୍ରାଏଲର ସୈନ୍ୟଗଣଙ୍କୁ ପରାସ୍ତ କରିବା ନିମନ୍ତେ ଯିହୁଦାର ସୈନ୍ୟଦଳକୁ ଆଗେଇ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ-ସନ୍ତାନଗଣ ଯିହୁଦା ସମ୍ମୁଖରୁ ପଳାଇଲେ ଓ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ସନ୍ତାନଗଣ ଯିହୁଦା ସମ୍ମୁଖରୁ ପଳାଇଲେ ଓ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।