2 Chronicles 13:17 — Compare Translations

5 translations compared side by side

Odia - 1840
"ଅବିଯଙ୍କ ସୈନ୍ଯଦଳ ଇଶ୍ରାୟେଲର ସୈନ୍ଯଦଳକୁ ଅତି ଗୁରୁତର ଭାବରେ ପରାସ୍ତ କଲେ ଓ ଇଶ୍ରାୟେଲର 5,00,000 ଜଣ ସର୍ବଶ୍ ରେଷ୍ଠ ବ୍ଯକ୍ତିମାନେ ନିହତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହା-ସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଚ୍ଛା ଲୋକ ହତ ହୋଇ ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବିୟଙ୍କ ସୈନ୍ୟଦଳ ଇସ୍ରାଏଲର ସୈନ୍ୟଦଳକୁ ଅତି ଗୁରୁତର ଭାବରେ ପରାସ୍ତ କଲେ ଓ ଇସ୍ରାଏଲର 500,000 ଜଣ ସର୍ବଶ୍ରେଷ୍ଠ ବ୍ୟକ୍ତିମାନେ ନିହତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହାସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଛା ଲୋକ ହତ ହୋଇ ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହାସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଚ୍ଛା ଲୋକ ହତ ହୋଇ ପଡ଼ିଲେ।