2 Chronicles 13:18 — Compare Translations
5 translations compared side by side
Odia - 1840
"ତେଣୁ ସହେି ସମୟରେ ଇଶ୍ରାୟେଲର ଲୋକମାନେ ପରାସ୍ତ ହେଲେ ଓ ଯିହୁଦାର ଲୋକମାନେ ବିଜଯୀ ହେଲେ। ଯିହୁଦାର ସୈନ୍ଯଦଳ ସମାନଙ୍କେ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଉପରେ ନିର୍ଭର କରିଥିବାରୁ ବିଜଯଲାଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେହି ସମୟରେ ଇସ୍ରାଏଲ-ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ସମୟରେ ଇସ୍ରାଏଲର ଲୋକମାନେ ପରାସ୍ତ ହେଲେ ଓ ଯିହୁଦାର ଲୋକମାନେ ବିଜୟୀ ହେଲେ। ଯିହୁଦାର ସୈନ୍ୟଦଳ ସେମାନଙ୍କ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ଉପରେ ନିର୍ଭର କରିଥିବାରୁ ବିଜୟଲାଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେହି ସମୟରେ ଇସ୍ରାଏଲ ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେହି ସମୟରେ ଇସ୍ରାଏଲ ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ।