2 Chronicles 13:19 — Compare Translations

5 translations compared side by side

Odia - 1840
"ଅବିଯଙ୍କ ସୈନ୍ଯଦଳ ୟାରବିଯାମ୍ଙ୍କ ସୈନ୍ଯଦଳର ପେଛ ପେଛ ଗୋଡ଼ାଇଲେ। ଅବିଯଙ୍କ ସୈନ୍ଯଦଳ ବୈଥଲ, ୟିଶାନା ଓ ଇଫ୍ରୋନ୍ ସହରଗୁଡ଼ିକ ୟାରବିଯାମ୍ଙ୍କଠାରୁ ଦଖଲ କରି ନେଲେ। ସହେି ସହର ଓ ସହେି ସହରଗୁଡ଼ିକର ନିକଟରେ ଥିବା କ୍ଷୁଦ୍ରଗ୍ରାମଗୁଡ଼ିକୁ ମଧ୍ଯ ସମାନେେ ଅଧିକାର କରି ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅବୀୟ ଯାରବୀୟାମ୍ଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍, ବେଥେଲ୍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବିୟଙ୍କ ସୈନ୍ୟଦଳ ଯାରବିୟା‌ମଙ୍କ ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ। ଅବିୟଙ୍କ ସୈନ୍ୟଦଳ ବୈଥଲ, ଯିଶାନା ଓ ଇଫ୍ରୋନ୍ ସହରଗୁଡ଼ିକ ଯାରବିୟା‌ମଙ୍କଠାରୁ ଦଖଲ କରି ନେଲେ। ସେହି ସହର ଓ ସେହି ସହରଗୁଡ଼ିକର ନିକଟରେ ଥିବା କ୍ଷୁଦ୍ର ଗ୍ରାମଗୁଡ଼ିକୁ ମଧ୍ୟ ସେମାନେ ଅଧିକାର କରି ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅବୀୟ ଯାରବୀୟାମଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍‍, ବେଥେଲ୍‍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅବୀୟ ଯାରବୀୟାମ୍‍ଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍‍, ବେଥେଲ୍‍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ।