2 Chronicles 13:2 — Compare Translations
5 translations compared side by side
Odia - 1840
"ଅବିଯ ୟିରୁଶାଲମ ରେ ତିନିବର୍ଷ ରାଜାରୂପେ ରହିଲେ। ଅବିଯଙ୍କର ମାତା ଥିଲେ ମୀଖାଯା, ସେ ଉରିଯଲଙ୍କେର କନ୍ଯା ଥିଲେ। ଉରିଯଲେ ଗିବିଯା ସହରରୁ ଆସିଥିଲେ। ଅବିଯ ଓ ୟାରବିଯାମ୍ଙ୍କ ମଧିଅରେ ୟୁଦ୍ଧ ଲାଗି ରହିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ମୀଖାୟା, ସେ ଗିବୀୟା ନିବାସୀ ଊରୀୟେଲର କନ୍ୟା ଥିଲେ । ପୁଣି ଅବୀୟ ଓ ଯାରବୀୟାମ୍ ମଧ୍ୟରେ ଯୁଦ୍ଧ ଚାଲିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବିୟ ଯିରୁଶାଲମରେ ତିନି ବର୍ଷ ରାଜାରୂପେ ରହିଲେ। ଅବିୟଙ୍କର ମାତା ଥିଲେ ମୀଖାୟା, ସେ ଉରିୟେଲଙ୍କର କନ୍ୟା ଥିଲେ। ଉରିୟେଲ ଗିବିୟା ସହରରୁ ଆସିଥିଲେ। ଅବିୟ ଓ ଯାରବିୟାମଙ୍କ ମଧ୍ୟରେ ଯୁଦ୍ଧ ଲାଗି ରହିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ମୀଖାୟ, ସେ ଗିବୀୟା ନିବାସୀ ଊରୀୟେଲର କନ୍ୟା ଥିଲେ। ପୁଣି ଅବୀୟ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଚାଲିଲା।
Odia IRV 2017 (ଓଡିଆ ବାଇବେଲ)
ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ମୀଖାୟ, ସେ ଗିବୀୟା ନିବାସୀ ଊରୀୟେଲର କନ୍ୟା ଥିଲେ। ପୁଣି ଅବୀୟ ଓ ଯାରବୀୟାମ୍ ମଧ୍ୟରେ ଯୁଦ୍ଧ ଚାଲିଲା।