2 Chronicles 13:20 — Compare Translations
5 translations compared side by side
Odia - 1840
"ଅବିଯ ଜୀବିତ ଥିବା ପର୍ୟ୍ଯନ୍ତ ୟାରବିଯାମ୍ ଆଉ କଦାପି ପରାକ୍ରମୀ ହାଇପୋରିଲେ ନାହିଁ। ସଦାପ୍ରଭୁ ୟାରବିଯାମ୍ଙ୍କୁ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବୀୟର ଜୀବନ କାଳଯାଏ ଯାରବୀୟାମ୍ ଆଉ ବଳ ପାଇ ପାରିଲେ ନାହିଁ; ଏଉତ୍ତାରେ ସଦାପ୍ରଭୁ ତାଙ୍କୁ ଆଘାତ କରନ୍ତେ, ସେ ମଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅବିୟ ଜୀବିତ ଥିବା ପର୍ଯ୍ୟନ୍ତ ଯାରବିୟାମ୍ ଆଉ କଦାପି ପରାକ୍ରମୀ ହୋଇପାରିଲେ ନାହିଁ। ସଦାପ୍ରଭୁ ଯାରବିୟାମଙ୍କୁ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅବୀୟଙ୍କର ଜୀବନ କାଳ ଯାଏ ଯାରବୀୟାମ ଆଉ ବଳ ପାଇ ପାରିଲେ ନାହିଁ; ଏଉତ୍ତାରେ ସଦାପ୍ରଭୁ ତାଙ୍କୁ ଆଘାତ କରନ୍ତେ, ସେ ମଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅବୀୟର ଜୀବନ କାଳଯାଏ ଯାରବୀୟାମ୍ ଆଉ ବଳ ପାଇ ପାରିଲେ ନାହିଁ; ଏଉତ୍ତାରେ ସଦାପ୍ରଭୁ ତାଙ୍କୁ ଆଘାତ କରନ୍ତେ, ସେ ମଲେ।