2 Chronicles 13:21 — Compare Translations
5 translations compared side by side
Odia - 1840
"କିନ୍ତୁ ଅବିଯ ପରାକ୍ରମୀ ହାଇେ ଉଠିଲେ। ସେ ଚଉଦ ଜଣ ସ୍ତ୍ରୀଙ୍କୁ ବିବାହ କଲେ, ଏବଂ ବାଇଶ ଜଣ ପୁତ୍ର ଓ ଷୋହଳ ଜଣ କନ୍ଯାଙ୍କର ପିତା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅବୀୟ ବେଳକୁ ବେଳ ବଳବାନ ହୋଇ ଉଠିଲେ, ପୁଣି ଚଉଦ ଭାର୍ଯ୍ୟା ବିବାହ କରି ବାଇଶ ପୁତ୍ର ଓ ଷୋଳ କନ୍ୟା ଜାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅବିୟ ପରାକ୍ରମୀ ହୋଇ ଉଠିଲେ। ସେ ଚଉଦ ଜଣ ସ୍ତ୍ରୀଙ୍କୁ ବିବାହ କଲେ, ଏବଂ ବାଇଶ ଜଣ ପୁତ୍ର ଓ ଷୋହଳ ଜଣ କନ୍ୟାଙ୍କର ପିତା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅବୀୟ ବେଳକୁ ବେଳ ବଳବାନ ହୋଇ ଉଠିଲେ, ପୁଣି ଚଉଦ ଭାର୍ଯ୍ୟା ବିବାହ କରି ବାଇଶ ପୁତ୍ର ଓ ଷୋହଳ କନ୍ୟା ଜାତ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅବୀୟ ବେଳକୁ ବେଳ ବଳବାନ ହୋଇ ଉଠିଲେ, ପୁଣି ଚଉଦ ଭାର୍ଯ୍ୟା ବିବାହ କରି ବାଇଶ ପୁତ୍ର ଓ ଷୋହଳ କନ୍ୟା ଜାତ କଲେ।