2 Chronicles 13:22 — Compare Translations
5 translations compared side by side
Odia - 1840
"ଅବିଯ ଆଉ ଯେଉଁସବୁ କର୍ମ କରିଥିଲେ, ତାହା ଉଦ୍ଦୋ ଭବିଷ୍ଯଦ୍ବକ୍ତାଙ୍କର ପୁସ୍ତକମାନଙ୍କ ରେ ଲଖାୟୋଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଅବୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ସମସ୍ତ କ୍ରିୟା ଓ ତାଙ୍କର ଉକ୍ତି ଇଦ୍ଦୋ ଭବିଷ୍ୟଦ୍ବକ୍ତାର ଟୀକାଗ୍ରନ୍ଥରେ ଲିଖିତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଅବିୟ ଆଉ ଯେଉଁସବୁ କର୍ମ କରିଥିଲେ, ତାହା ଇଦ୍ଦୋ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକମାନଙ୍କରେ ଲେଖାଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଅବୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ଉକ୍ତି ଇଦ୍ଦୋ ଭବିଷ୍ୟଦ୍ବକ୍ତାର ଟୀକାଗ୍ରନ୍ଥରେ ଲିଖିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ଅବୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ଉକ୍ତି ଇଦ୍ଦୋ ଭବିଷ୍ୟଦ୍ବକ୍ତାର ଟୀକାଗ୍ରନ୍ଥରେ ଲିଖିତ ଅଛି।