2 Chronicles 13:4 — Compare Translations

5 translations compared side by side

Odia - 1840
"ଏହାପରେ ଇଫ୍ରଯିମର ପାର୍ବତ୍ଯମଯ, ଦେଶସ୍ଥ ସମାରଯିମ୍ ପର୍ବତ ଉପରେ ଅବିଯ ଠିଆ ହେଲେ। ଅବିଯ କହିଲେ, ୟାରବିଯାମ୍ ଓ ସମଗ୍ର ଇଶ୍ରାୟେଲ, ମାେ କଥା ଶୁଣ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସମାରୟିମ ପର୍ବତରେ ଠିଆ ହୋଇ କହିଲେ, ହେ ଯାରବୀୟାମ୍ ଓ ସମଗ୍ର ଇସ୍ରାଏଲ ଲୋକ, ମୋʼ କଥା ଶୁଣ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇଫ୍ରୟିମର ପାର୍ବତ୍ୟମୟ, ଦେଶସ୍ଥ ସମାରୟିମ୍ ପର୍ବତ ଉପରେ ଅବିୟ ଠିଆ ହେଲେ। ଅବିୟ କହିଲେ, “ଯାରବିୟାମ୍ ଓ ସମଗ୍ର ଇସ୍ରାଏଲ, ମୋ’ କଥା ଶୁଣ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସୀମାରୟମ୍‍ ପର୍ବତରେ ଠିଆ ହୋଇ କହିଲେ, “ହେ ଯାରବୀୟାମ ଓ ସମଗ୍ର ଇସ୍ରାଏଲ ଲୋକ, ମୋʼ କଥା ଶୁଣ;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସୀମାରୟମ୍‍ ପର୍ବତରେ ଠିଆ ହୋଇ କହିଲେ, “ହେ ଯାରବୀୟାମ୍‍ ଓ ସମଗ୍ର ଇସ୍ରାଏଲ ଲୋକ, ମୋ’ କଥା ଶୁଣ;