2 Chronicles 13:5 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଜାଣିବା ଉଚିତ ଯେ, ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର ଦାଉଦ ଓ ତାଙ୍କର ପୁତ୍ରମାନଙ୍କୁ ଚିରକାଳ ନିମନ୍ତେ ଇଶ୍ରାୟେଲର ରାଜା ହବୋ ନିମନ୍ତେ ଅଧିକାର ଦଇେଥିଲେ। ପରମେଶ୍ବର ଦାଉଦଙ୍କୁ ଲବଣ ଚୁକ୍ତି ସହିତ ଏହି ଅଧିକାର ପ୍ରଦାନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଯେ ଲବଣ ନିୟମ ଦ୍ଵାର ଇସ୍ରାଏଲର ରାଜତ୍ଵ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କʼଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଜାଣିବା ଉଚିତ୍ ଯେ, ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଦାଉଦ ଓ ତାଙ୍କର ପୁତ୍ରମାନଙ୍କୁ ଚିରକାଳ ନିମନ୍ତେ ଇସ୍ରାଏଲର ରାଜା ହେବା ନିମନ୍ତେ ଅଧିକାର ଦେଇଥିଲେ। ପରମେଶ୍ୱର ଦାଉଦଙ୍କୁ ଲବଣ ଚୁକ୍ତି ସହିତ ଏହି ଅଧିକାର ପ୍ରଦାନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେ ଲବଣର ନିୟମ ଦ୍ୱାର ଇସ୍ରାଏଲର ରାଜତ୍ୱ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍‍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କʼଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେ ଲବଣର ନିୟମ ଦ୍ୱାର ଇସ୍ରାଏଲର ରାଜତ୍ୱ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍‍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କ’ଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ?