2 Chronicles 13:6 — Compare Translations

5 translations compared side by side

Odia - 1840
"କିନ୍ତୁ ୟାରବିଯାମ୍ ତାଙ୍କର ମାଲିକଙ୍କର ବିରୁଦ୍ଧ ରେ ଉଠିଲେ। ନବାଟର ପୁତ୍ର ୟାରବିଯାମ୍ ଦାଉଦଙ୍କ ପୁତ୍ର ଶଲୋମନଙ୍କ ଜଣେ ଦାସର ପୁତ୍ର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଦାଉଦଙ୍କର ପୁତ୍ର ଶଲୋମନଙ୍କ ଦାସ ଯେ ନବାଟର ପୁତ୍ର ଯାରବୀୟାମ୍, ସେ ଉଠି ଆପଣା ପ୍ରଭୁର ବିଦ୍ରୋହୀ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯାରବିୟାମ୍ ତାଙ୍କର ମାଲିକଙ୍କର ବିରୁଦ୍ଧରେ ଉଠିଲେ। ନବାଟର ପୁତ୍ର ଯାରବିୟାମ୍ ଦାଉଦଙ୍କ ପୁତ୍ର ଶଲୋମନଙ୍କ ଜଣେ ଦାସର ପୁତ୍ର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଦାଉଦଙ୍କର ପୁତ୍ର ଶଲୋମନଙ୍କ ଦାସ ଯେ ନବାଟର ପୁତ୍ର ଯାରବୀୟାମ, ସେ ଉଠି ଆପଣା ପ୍ରଭୁର ବିଦ୍ରୋହୀ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତଥାପି ଦାଉଦଙ୍କର ପୁତ୍ର ଶଲୋମନଙ୍କ ଦାସ ଯେ ନବାଟର ପୁତ୍ର ଯାରବୀୟାମ୍‍, ସେ ଉଠି ଆପଣା ପ୍ରଭୁର ବିଦ୍ରୋହୀ ହୋଇଅଛି।”