2 Chronicles 13:7 — Compare Translations
5 translations compared side by side
Odia - 1840
"ଏହାପରେ ନିହାତି ଅ ଯୋଗ୍ଯ, ମନ୍ଦ ଲୋକମାନେ ୟାରବିଯାମ୍ର ସାଙ୍ଗୀ ହେଲେ। ଆଉ ୟାରବିଯାମ୍ ଓ ସହେି ମନ୍ଦ ଲୋକମାନେ ଶଲୋମନଙ୍କର ପୁତ୍ର ରିହବିଯାମ୍ଙ୍କର ବିପକ୍ଷ ରେ ଉଠିଲେ। ରିହବିଯାମ୍ ଅଳ୍ପବଯସ୍କ ଓ ଅନୁଭୂତିହୀନ ଥିଲେ। ତେଣୁ ରିହବିଯାମ୍, ୟାରବିଯାମ୍ ଓ ତାଙ୍କର ମନ୍ଦ ସଙ୍ଗୀମାନଙ୍କୁ ଅଟକାଇ ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପାପଧମ-ସନ୍ତାନ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମ୍ଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେସମୟରେ ରିହବୀୟାମ୍ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ନିହାତି ଅଯୋଗ୍ୟ, ମନ୍ଦ ଲୋକମାନେ ଯାରବିୟାମର ସାଙ୍ଗୀ ହେଲେ। ଆଉ ଯାରବିୟାମ୍ ଓ ସେହି ମନ୍ଦ ଲୋକମାନେ ଶଲୋମନଙ୍କର ପୁତ୍ର ରିହବିୟାମଙ୍କର ବିପକ୍ଷରେ ଉଠିଲେ। ରିହବିୟାମ୍ ଅଳ୍ପବୟସ୍କ ଓ ଅନୁଭୂତିହୀନ ଥିଲେ। ତେଣୁ ରିହବିୟାମ୍, ଯାରବିୟାମ୍ ଓ ତାଙ୍କର ମନ୍ଦ ସଙ୍ଗୀମାନଙ୍କୁ ଅଟକାଇ ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦୁଷ୍ଟ ଓ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେହି ସମୟରେ ରିହବୀୟାମ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଦୁଷ୍ଟ ଓ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେହି ସମୟରେ ରିହବୀୟାମ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ।