2 Chronicles 13:8 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ, ତୁମ୍ଭମାନେେ ସଦାପ୍ରଭୁଙ୍କ ରାଜତ୍ବକୁ ପରାସ୍ତ କରିବା ନିମନ୍ତେ ସିଦ୍ଧାନ୍ତ ନଇେଅଛ ଯେଉଁ ରାଜ୍ଯ ଦାଉଦଙ୍କ ପୁତ୍ରମାନଙ୍କ ଦ୍ବାରା ଶାସିତ ହେଉଅଛି। ତୁମ୍ଭମାନଙ୍କ ସହିତ ବହୁତ ସଂଖ୍ଯକ ଲୋକ ଅଛନ୍ତି ଓ ତୁମ୍ଭମାନଙ୍କ ନିକଟରେ ସହେି ସୁବର୍ଣ୍ଣ ବାଛୁରୀଗୁଡ଼ିକ ଅଛି, ଯେଉଁ ' ଦବେତାମାନଙ୍କୁ' ୟାରବିଯାମ୍ ତୁମ୍ଭମାନଙ୍କ ନିମନ୍ତେ ନିର୍ମାଣ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ମହାଲୋକାରଣ୍ୟ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ୍ ନିର୍ମିତ ସ୍ଵର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ବର୍ତ୍ତମାନ, ତୁମ୍ଭେମାନେ ସଦାପ୍ରଭୁଙ୍କ ରାଜତ୍ୱକୁ ପରାସ୍ତ କରିବା ନିମନ୍ତେ ସିଦ୍ଧାନ୍ତ ନେଇଅଛ ଯେଉଁ ରାଜ୍ୟ ଦାଉଦଙ୍କ ପୁତ୍ରମାନଙ୍କ ଦ୍ୱାରା ଶାସିତ ହେଉଅଛି। ତୁମ୍ଭମାନଙ୍କ ସହିତ ବହୁତ ସଂଖ୍ୟକ ଲୋକ ଅଛନ୍ତି ଓ ତୁମ୍ଭମାନଙ୍କ ନିକଟରେ ସେହି ସୁବର୍ଣ୍ଣ ବାଛୁରିଗୁଡ଼ିକ ଅଛି, ଯେଉଁ ‘ଦେବତାମାନଙ୍କୁ’ ଯାରବିୟାମ୍ ତୁମ୍ଭମାନଙ୍କ ନିମନ୍ତେ ନିର୍ମାଣ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ଲୋକସମୂହ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ ନିର୍ମିତ ସ୍ୱର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ଲୋକସମୂହ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ୍ ନିର୍ମିତ ସ୍ୱର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି।