2 Chronicles 14:10 — Compare Translations

5 translations compared side by side

Odia - 1840
"ଆସା ସରହଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ବାହାରିଲେ। ମା ରଶାରେ ସଫାଥା ଉପତ୍ୟକାର ମା ରଶାହେ ନିକଟରେ ୟୁଦ୍ଧ କରିବା ନିମନ୍ତେ ଆସାଙ୍କ ସୈନ୍ଯଦଳ ପ୍ରସ୍ତୁତ ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସା ସେରହଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିଲେ। ମାରେଶାର ସଫାଥା ଉପତ୍ୟକାର ମାରେଶାହ ନିକଟରେ ଯୁଦ୍ଧ କରିବା ନିମନ୍ତେ ଆସାଙ୍କ ସୈନ୍ୟଦଳ ପ୍ରସ୍ତୁତ ହୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ।