2 Chronicles 14:12 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ଇଥିଓପିଯ ସୈନ୍ଯଦଳକୁ ପରାସ୍ତ କରିବା ନିମନ୍ତେ ଆସା ଓ ଯିହୁଦାର ସୈନ୍ଯଦଳକୁ ବ୍ଯବହାର କଲେ। ଆଉ ଇଥିଓପିଯ ସୈନ୍ଯଦଳ ଦୌଡ଼ି ପଳାଇଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁ ଆସା ସମ୍ମୁଖରେ ଓ ଯିହୁଦା ସମ୍ମୁଖରେ କୂଶୀୟମାନଙ୍କୁ ଆଘାତ କଲେ; ତହୁଁ କୂଶୀୟମାନେ ପଳାୟନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ଇଥିଓପିୟ ସୈନ୍ୟଦଳକୁ ପରାସ୍ତ କରିବା ନିମନ୍ତେ ଆସା ଓ ଯିହୁଦାର ସୈନ୍ୟଦଳକୁ ବ୍ୟବହାର କଲେ। ଆଉ ଇଥିଓପିୟ ସୈନ୍ୟଦଳ ଦୌଡ଼ି ପଳାଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁ ଆସା ସମ୍ମୁଖରେ ଓ ଯିହୁଦା ସମ୍ମୁଖରେ କୂଶୀୟମାନଙ୍କୁ ଆଘାତ କଲେ; ତହୁଁ କୂଶୀୟମାନେ ପଳାୟନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁ ଆସା ସମ୍ମୁଖରେ ଓ ଯିହୁଦା ସମ୍ମୁଖରେ କୂଶୀୟମାନଙ୍କୁ ଆଘାତ କଲେ; ତହୁଁ କୂଶୀୟମାନେ ପଳାୟନ କଲେ।