2 Chronicles 14:13 — Compare Translations

5 translations compared side by side

Odia - 1840
"ଆସା ଏବଂ ତାଙ୍କ ସୈନ୍ଯଦଳ ଇଥିଓପିଯ ସୈନ୍ଯଦଳଙ୍କ ପେଛ ପେଛ ଗରାର୍ ସହର ପର୍ୟ୍ଯନ୍ତ ଗୋଡ଼ାଇଲେ। ବହୁ ସଂଖ୍ଯକ ସୈନ୍ଯଗଣ ସାଂଘାତିକ ଭାବରେ କ୍ଷତାକ୍ତ ହେଲେ ଏବଂ ଆରୋଗ୍ୟ ହାଇପୋରିଲେ ନାହିଁ। ସମାନେେ ସଦାପ୍ରଭୁ ଓ ତାଙ୍କ ସୈନ୍ଯଦଳ ଦ୍ବାରା ଚୂର୍ଣ୍ଣ ବିଚୂର୍ଣ୍ଣ ହାଇଗେଲେ ଆସା ଓ ତାଙ୍କର ସୈନ୍ଯଦଳ ଶତ୍ରୁମାନଙ୍କଠାରୁ ଅନକେ ବହୁମୂଲ୍ଯ ପଦାର୍ଥ ଲୁଟି ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଆସା ଓ ତାଙ୍କ ସଙ୍ଗୀ ଲୋକମାନେ ଗରାର୍ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ତହିଁରେ କୂଶୀୟମାନଙ୍କର ଏତେ ଲୋକ ମାରା ପଡ଼ିଲେ ଯେ, ସେମାନେ ଆଉ ସବଳ ହୋଇ ଉଠି ପାରିଲେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ସୈନ୍ୟ ସମ୍ମୁଖରେ ବିନଷ୍ଟ ହେଲେ; ଏଣୁ ଯିହୁଦା-ଲୋକମାନେ ଅପାର ଲୁଟଦ୍ରବ୍ୟ ବହିନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସା ଏବଂ ତାଙ୍କ ସୈନ୍ୟଦଳ ଇଥିଓପିୟ ସୈନ୍ୟଦଳଙ୍କ ପଛେ ପଛେ ଗରାର୍ ସହର ପର୍ଯ୍ୟନ୍ତ ଗୋଡ଼ାଇଲେ। ବହୁସଂଖ୍ୟକ ସୈନ୍ୟଗଣ ସାଂଘାତିକ ଭାବରେ କ୍ଷତାକ୍ତ ହେଲେ ଏବଂ ଆରୋଗ୍ୟ ହୋଇପାରିଲେ ନାହିଁ। ସେମାନେ ସଦାପ୍ରଭୁ ଓ ତାଙ୍କ ସୈନ୍ୟଦଳ ଦ୍ୱାରା ଚୂର୍ଣ୍ଣ ବିଚୂର୍ଣ୍ଣ ହୋଇଗଲେ ଆସା ଓ ତାଙ୍କର ସୈନ୍ୟଦଳ ଶତ୍ରୁମାନଙ୍କଠାରୁ ଅନେକ ବହୁମୂଲ୍ୟ ପଦାର୍ଥ ଲୁଟି ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଆସା ଓ ତାଙ୍କ ସଙ୍ଗୀ ଲୋକମାନେ ଗରାର ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ତହିଁରେ କୂଶୀୟମାନଙ୍କର ଏତେ ଲୋକ ମାରା ପଡ଼ିଲେ ଯେ, ସେମାନେ ଆଉ ସବଳ ହୋଇ ଉଠି ପାରିଲେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ସୈନ୍ୟ ସମ୍ମୁଖରେ ବିନଷ୍ଟ ହେଲେ; ଏଣୁ ଯିହୁଦା-ଲୋକମାନେ ଅପାର ଲୁଟଦ୍ରବ୍ୟ ବହିନେଲେ।
Odia IRV 2017 (ଓଡିଆ ବାଇବେଲ)