2 Chronicles 14:15 — Compare Translations

5 translations compared side by side

Odia - 1840
"ଆସାଙ୍କ ସୈନ୍ଯଦଳ ମଷେ ପାଳକମାନଙ୍କର ଛାଉଣୀ ଉପରେ ମଧ୍ଯ ଆକ୍ରମଣ କଲେ। ସମାନେେ ଅନକେ ମଷେ ଓ ଓଟ ନଇଗେଲେ। ଏହାପରେ ଆସାଙ୍କ ସୈନ୍ଯଦଳ ୟିରୁଶାଲମକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେମାନେ ପଶୁପଲର ତମ୍ଵୁସବୁ ଆଘାତ କଲେ, ଆଉ ବିସ୍ତର ମେଷ ଓ ଉଷ୍ଟ୍ର ନେଇ ଯିରୂଶାଲମକୁ ଫେରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସାଙ୍କ ସୈନ୍ୟଦଳ ମେଷ ପାଳକମାନଙ୍କର ଛାଉଣି ଉପରେ ମଧ୍ୟ ଆକ୍ରମଣ କଲେ। ସେମାନେ ଅନେକ ମେଷ ଓ ଓଟ ନେଇଗଲେ। ଏହା ପରେ ଆସାଙ୍କ ସୈନ୍ୟଦଳ ଯିରୁଶାଲମକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେମାନେ ପଶୁପଲର ତମ୍ବୁସବୁ ଆଘାତ କଲେ, ଆଉ ବିସ୍ତର ମେଷ ଓ ଓଟ ନେଇ ଯିରୂଶାଲମକୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେମାନେ ପଶୁପଲର ତମ୍ବୁସବୁ ଆଘାତ କଲେ, ଆଉ ବିସ୍ତର ମେଷ ଓ ଓଟ ନେଇ ଯିରୂଶାଲମକୁ ଫେରି ଗଲେ।