2 Chronicles 14:2 — Compare Translations
5 translations compared side by side
Odia - 1840
"ଆସା ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ସମ୍ମୁଖ ରେ ଉତ୍ତମ ଓ ଯଥାର୍ଥ ବିଷଯମାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆସା ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ କର୍ମ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଆସା ଆସା ତାଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତମ ଓ ଯଥାର୍ଥ ବିଷୟମାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ କର୍ମ କଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ କର୍ମ କଲେ;