2 Chronicles 14:3 — Compare Translations
5 translations compared side by side
Odia - 1840
"ଆସା ଉଚ୍ଚ ସ୍ଥାନ ରେ ଥିବା ବିଦେଶୀଯ ୟଜ୍ଞବଦେୀକୁ ଉଠାଇ ଦେଲେ। ଆସା ଉଚ୍ଚସ୍ଥାନସବୁ ଦୂର କରି ଦେଲେ ଓ ସ୍ମରଣାର୍ଥକ ପବିତ୍ର ପ୍ରସ୍ତରସବୁକୁ ଭାଙ୍ଗି ଚୂରମାର୍ କରି ଦେଲେ। ଆଉ ଆସା ଆଶରୋ ସ୍ତମ୍ଭ ସବୁକୁ ଭାଙ୍ଗି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଅନ୍ୟ (ଦେବଗଣର) ଯଜ୍ଞବେଦି ଓ ଉଚ୍ଚସ୍ଥଳୀସକଳ ଦୂର କଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିସକଳ ଛେଦନ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଆସା ଉଚ୍ଚ ସ୍ଥାନରେ ଥିବା ବିଦେଶୀୟ ଯଜ୍ଞବେଦିକୁ ଉଠାଇ ଦେଲେ। ଆସା ଉଚ୍ଚସ୍ଥାନସବୁ ଦୂର କରିଦେଲେ ଓ ସ୍ମରଣାର୍ଥକ ପବିତ୍ର ପ୍ରସ୍ତରସବୁକୁ ଭାଙ୍ଗି ଚୂରମାର୍ କରିଦେଲେ। ଆଉ ଆସା ଆଶେରା ସ୍ତମ୍ଭ ସବୁକୁ ଭାଙ୍ଗି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଅନ୍ୟ (ଦେବଗଣର) ଯଜ୍ଞବେଦି ଓ ଉଚ୍ଚସ୍ଥଳୀସକଳ ଦୂର କଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିସକଳ ଛେଦନ କଲେ;
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଅନ୍ୟ (ଦେବଗଣର) ଯଜ୍ଞବେଦି ଓ ଉଚ୍ଚସ୍ଥଳୀସକଳ ଦୂର କଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିସକଳ ଛେଦନ କଲେ;