2 Chronicles 14:4 — Compare Translations
5 translations compared side by side
Odia - 1840
"ଆସା ଯିହୁଦାର ଲୋକମାନଙ୍କୁ ସଦାପ୍ରଭୁ ପରମେଶ୍ବରଙ୍କ ଅନୁଗମନ କରିବା ନିମନ୍ତେ ଆଦେଶ ଦେଲେ। ସମାନଙ୍କେର ପୂର୍ବପୁରୁଷମାନେ ସହେି ପରମେଶ୍ବରଙ୍କୁ ହିଁ ଅନୁଗମନ କରୁଥିଲେ। ଆଉ ଆସା ସମାନଙ୍କେୁ ସଦାପ୍ରଭୁଙ୍କର ସମସ୍ତ ନିଯମ ଓ ଆଜ୍ଞାଗୁଡ଼ିକର ବାଧ୍ଯ ହବୋ ନିମନ୍ତେ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଯିହୁଦାର ଲୋକମାନଙ୍କୁ ସେମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କର ଅନ୍ଵେଷଣ କରିବାକୁ, ପୁଣି ବ୍ୟବସ୍ଥା ଓ ଆଜ୍ଞା ପ୍ରତିପାଳନ କରିବାକୁ ଆଦେଶ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସା ଯିହୁଦାର ଲୋକମାନଙ୍କୁ ସଦାପ୍ରଭୁ ପରମେଶ୍ୱରଙ୍କ ଅନୁଗମନ କରିବା ନିମନ୍ତେ ଆଦେଶ ଦେଲେ। ସେମାନଙ୍କର ପୂର୍ବପୁରୁଷମାନେ ସେହି ପରମେଶ୍ୱରଙ୍କୁ ହିଁ ଅନୁଗମନ କରୁଥିଲେ। ଆଉ ଆସା ସେମାନଙ୍କୁ ସଦାପ୍ରଭୁଙ୍କର ସମସ୍ତ ନିୟମ ଓ ଆଜ୍ଞାଗୁଡ଼ିକର ବାଧ୍ୟ ହେବା ନିମନ୍ତେ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଯିହୁଦାର ଲୋକମାନଙ୍କୁ ସେମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ, ପୁଣି ବ୍ୟବସ୍ଥା ଓ ଆଜ୍ଞା ପ୍ରତିପାଳନ କରିବାକୁ ଆଦେଶ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଯିହୁଦାର ଲୋକମାନଙ୍କୁ ସେମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ, ପୁଣି ବ୍ୟବସ୍ଥା ଓ ଆଜ୍ଞା ପ୍ରତିପାଳନ କରିବାକୁ ଆଦେଶ ଦେଲେ।