2 Chronicles 14:5 — Compare Translations
5 translations compared side by side
Odia - 1840
"ଆସା ଆହୁରି ମଧ୍ଯ ଯିହୁଦାର ସମସ୍ତ ସହରଗୁଡ଼ିକରେ ଥିବା ଉଚ୍ଚସ୍ଥାନ ଓ ସୁଗନ୍ଧି ଧୂପର ବଦେୀଗୁଡ଼ିକ ଧ୍ବଂସ କରି ଦେଲେ। ତେଣୁ ଆସା ରାଜା ଥିବା ସମୟରେ ରାଜ୍ଯ ରେ ଶାନ୍ତି ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆସା ଆହୁରି ମଧ୍ୟ ଯିହୁଦାର ସମସ୍ତ ସହରଗୁଡ଼ିକରେ ଥିବା ଉଚ୍ଚସ୍ଥାନ ଓ ସୁଗନ୍ଧି ଧୂପର ବେଦିଗୁଡ଼ିକ ଧ୍ୱଂସ କରିଦେଲେ। ତେଣୁ ଆସା ରାଜା ଥିବା ସମୟରେ ରାଜ୍ୟରେ ଶାନ୍ତି ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟ-ପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟ-ପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା।