2 Chronicles 14:6 — Compare Translations
5 translations compared side by side
Odia - 1840
"ଯିହୁଦା ରେ ଶାନ୍ତି ଥିବା ସମୟରେ ଆସା ଯିହୁଦା ରେ ଦୃଢ଼ ନଗରମାନ ସ୍ଥାପନ କଲେ। ସଦାପ୍ରଭୁ ତାଙ୍କୁ ଶାନ୍ତି ପ୍ରଦାନ କରିଥିବାରୁ ସହେି ବର୍ଷଗୁଡ଼ିକରେ କୌଣସି ୟୁଦ୍ଧ ହାଇେ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଯିହୁଦା ଦେଶରେ କେତେକ ପ୍ରାଚୀର-ବେଷ୍ଟିତ ନଗର ନିର୍ମାଣ କଲେ; କାରଣ ସେହି କେତେକ ବର୍ଷ ଦେଶ ସୁସ୍ଥିର ଥିଲା ଓ ତାଙ୍କୁ ଯୁଦ୍ଧ କରିବାକୁ ନୋହିଲା; ଯେହେତୁ ସଦାପ୍ରଭୁ ତାଙ୍କୁ ବିଶ୍ରାମ ଦେଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାରେ ଶାନ୍ତି ଥିବା ସମୟରେ ଆସା ଯିହୁଦାରେ ଦୃଢ଼ ନଗରମାନ ସ୍ଥାପନ କଲେ। ସଦାପ୍ରଭୁ ତାଙ୍କୁ ଶାନ୍ତି ପ୍ରଦାନ କରିଥିବାରୁ ସେହି ବର୍ଷଗୁଡ଼ିକରେ କୌଣସି ଯୁଦ୍ଧ ହୋଇ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଯିହୁଦା ଦେଶରେ କେତେକ ପ୍ରାଚୀର-ବେଷ୍ଟିତ ନଗର ନିର୍ମାଣ କଲେ; କାରଣ ସେହି କେତେକ ବର୍ଷ ଦେଶ ସୁସ୍ଥିର ଥିଲା ଓ ତାଙ୍କୁ ଯୁଦ୍ଧ କରିବାକୁ ନୋହିଲା; ଯେହେତୁ ସଦାପ୍ରଭୁ ତାଙ୍କୁ ବିଶ୍ରାମ ଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଯିହୁଦା ଦେଶରେ କେତେକ ପ୍ରାଚୀର-ବେଷ୍ଟିତ ନଗର ନିର୍ମାଣ କଲେ; କାରଣ ସେହି କେତେକ ବର୍ଷ ଦେଶ ସୁସ୍ଥିର ଥିଲା ଓ ତାଙ୍କୁ ଯୁଦ୍ଧ କରିବାକୁ ନୋହିଲା; ଯେହେତୁ ସଦାପ୍ରଭୁ ତାଙ୍କୁ ବିଶ୍ରାମ ଦେଇଥିଲେ।