2 Chronicles 14:8 — Compare Translations
5 translations compared side by side
Odia - 1840
"ଆସାଙ୍କର ଯିହୁଦା ବଂଶରୁ 3,00,000 ଓ ବିନ୍ଯାମୀନ ବଂଶରୁ 2,80,000 ଲୋକଙ୍କର ଏକ ସୈନ୍ଯଦଳ ଥିଲା। ଯିହୁଦାର ଲୋକମାନେ ବିରାଟକାଯ ଢ଼ାଲ ଓ ବର୍ଚ୍ଛାମାନ ବହନ କରୁଥିଲେ। ବିନ୍ଯାମୀନର ଲୋକମାନେ େଛାଟ େଛାଟ ଢ଼ାଲ ଧରୁଥିଲେ ଓ ଧନୁରୁ ତୀର ନିକ୍ଷପେ କରୁଥିଲେ। ଏହି ସମସ୍ତ ଲୋକ ଶକ୍ତିଶାଳୀ ଓ ସାହସୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଆସାଙ୍କର ଯିହୁଦା ମଧ୍ୟରୁ ତିନି ଲକ୍ଷ ଢାଲ ଓ ବର୍ଚ୍ଛାଧାରୀ ଓ ବିନ୍ୟାମୀନ ମଧ୍ୟରୁ ଦୁଇ ଲକ୍ଷ ଅଶୀ ହଜାର ଢାଲ ଓ ଧନୁର୍ଦ୍ଧାରୀ, ଏକ ସୈନ୍ୟଦଳ ଥିଲେ; ଏସମସ୍ତେ ମହାବିକ୍ରମଶାଳୀ ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସାଙ୍କର ଯିହୁଦା ବଂଶରୁ 300,000 ଓ ବିନ୍ୟାମୀନ ବଂଶରୁ 280,000 ଲୋକଙ୍କର ଏକ ସୈନ୍ୟଦଳ ଥିଲା। ଯିହୁଦାର ଲୋକମାନେ ବିରାଟକାୟ ଢାଲ ଓ ବର୍ଚ୍ଛାମାନ ବହନ କରୁଥିଲେ। ବିନ୍ୟାମୀନର ଲୋକମାନେ ଛୋଟ ଛୋଟ ଢାଲ ଧରୁଥିଲେ ଓ ଧନୁରୁ ତୀର ନିକ୍ଷେପ କରୁଥିଲେ। ଏହି ସମସ୍ତ ଲୋକ ଶକ୍ତିଶାଳୀ ଓ ସାହସୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଆସାଙ୍କର ଯିହୁଦା ମଧ୍ୟରୁ ତିନି ଲକ୍ଷ ଢାଲ ଓ ବର୍ଚ୍ଛାଧାରୀ ଓ ବିନ୍ୟାମୀନ୍ ମଧ୍ୟରୁ ଦୁଇ ଲକ୍ଷ ଅଶୀ ହଜାର ଢାଲ ଓ ଧନୁର୍ଦ୍ଧାରୀ, ଏକ ସୈନ୍ୟଦଳ ଥିଲେ; ଏସମସ୍ତେ ମହାବିକ୍ରମଶାଳୀ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ଆସାଙ୍କର ଯିହୁଦା ମଧ୍ୟରୁ ତିନି ଲକ୍ଷ ଢାଲ ଓ ବର୍ଚ୍ଛାଧାରୀ ଓ ବିନ୍ୟାମୀନ୍ ମଧ୍ୟରୁ ଦୁଇ ଲକ୍ଷ ଅଶୀ ହଜାର ଢାଲ ଓ ଧନୁର୍ଦ୍ଧାରୀ, ଏକ ସୈନ୍ୟଦଳ ଥିଲେ; ଏସମସ୍ତେ ମହାବିକ୍ରମଶାଳୀ ଲୋକ ଥିଲେ।