2 Chronicles 14:9 — Compare Translations

5 translations compared side by side

Odia - 1840
"ଏହାପରେ ସରହେ ଆସାଙ୍କ ସୈନ୍ଯଦଳର ବିରୁଦ୍ଧ ରେ ଆସିଲା। ସରହେ ଇଥିଓପିଆର ମୁଖ୍ଯ ଥିଲା। ସରହେ ସହିତ ଥିବା ସୈନ୍ଯଦଳ ରେ 1,00,000 ଲୋକ ଓ 300 ରଥ ଥିଲେ। ସରହରେ ସୈନ୍ଯଦଳ ମା ରଶାେ ସହର ପର୍ୟ୍ଯନ୍ତ ମାଡ଼ିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ କୂଶ ଦେଶୀୟ ସେରହ ଦଶ ଲକ୍ଷ ସୈନ୍ୟ ଓ ତିନି ଶହ ରଥ ନେଇ ସେମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିଲା; ସେ ମାରେଶା ପର୍ଯ୍ୟନ୍ତ ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେରହ ଆସାଙ୍କ ସୈନ୍ୟଦଳ ବିରୁଦ୍ଧରେ ଆସିଲା। ସେରହ ଇଥିଓପିଆର ମୁଖ୍ୟ ଥିଲା। ସେରହ ସହିତ ଥିବା ସୈନ୍ୟଦଳରେ 1,000,000 ଲୋକ ଓ 300 ରଥ ଥିଲେ। ସେରହର ସୈନ୍ୟଦଳ ମାରେଶା ସହର ପର୍ଯ୍ୟନ୍ତ ମାଡ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ କୂଶଦେଶୀୟ ସେରହ ଦଶ ଲକ୍ଷ ସୈନ୍ୟ ଓ ତିନି ଶହ ରଥ ନେଇ ସେମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିଲା; ସେ ମାରେଶା ପର୍ଯ୍ୟନ୍ତ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ କୂଶ ଦେଶୀୟ ସେରହ ଦଶ ଲକ୍ଷ ସୈନ୍ୟ ଓ ତିନି ଶହ ରଥ ନେଇ ସେମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିଲା; ସେ ମାରେଶା ପର୍ଯ୍ୟନ୍ତ ଆସିଲା।