2 Chronicles 15:1 — Compare Translations

5 translations compared side by side

Odia - 1840
"ପରମେଶ୍ବର ଆତ୍ମା ଅସରିଯଙ୍କ ଉପରେ ଆସି ଅଧିଷ୍ଠାନ କଲା। ଅସରିଯ ଓବଦଙ୍କେ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପରମେଶ୍ଵରଙ୍କ ଆତ୍ମା ଓଦେଦ୍ର ପୁତ୍ର ଅସରୀୟ ଉପରେ ଅଧିଷ୍ଠାନ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଆସାଙ୍କର ପରିବର୍ତ୍ତନ ପରମେଶ୍ୱର ଆତ୍ମା ଅସରିୟଙ୍କ ଉପରେ ଆସି ଅଧିଷ୍ଠାନ କଲା। ଅସରିୟ ଓବେଦଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଓଦେଦ୍‍ର ପୁତ୍ର ଅସରୀୟ ଉପରେ ଅଧିଷ୍ଠାନ କଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଓଦେଦ୍‍ର ପୁତ୍ର ଅସରୀୟ ଉପରେ ଅଧିଷ୍ଠାନ କଲେ;