2 Chronicles 15:10 — Compare Translations

5 translations compared side by side

Odia - 1840
"ଆସାଙ୍କ ରାଜତ୍ବର ପନ୍ଦରତମ ବର୍ଷର ତୃତୀୟ ମାସ ରେ ଆସା ଓ ସହେି ଲୋକ ସମସ୍ତେ ୟିରୁଶାଲମ ରେ ଏକତ୍ରୀତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆସାଙ୍କର ଅଧିକାରର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସାଙ୍କ ରାଜତ୍ୱର ପନ୍ଦରତମ ବର୍ଷର ତୃତୀୟ ମାସରେ ଆସା ଓ ସେହି ଲୋକ ସମସ୍ତେ ଯିରୁଶାଲମରେ ଏକତ୍ରିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆସାଙ୍କ ରାଜତ୍ଵର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆସାଙ୍କ ରାଜତ୍ଵର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ।