2 Chronicles 15:11 — Compare Translations
5 translations compared side by side
Odia - 1840
"ସହେି ସମୟରେ ସମାନେେ 700 ବଳଦ, 7,000 ଛଳେି ଓ ମେଣ୍ଢା ସଦାପ୍ରଭୁଙ୍କ ନିକଟରେ ବଳିଦାନ ଦେଲେ। ଆସାଙ୍କ ସୈନ୍ଯମାନେ ସହେିସବୁ ପଶୁପଲ ଓ ଅନ୍ଯାନ୍ଯ ବହୁମୂଲ୍ଯ ପଦାର୍ଥ ସବୁକୁ ସମାନଙ୍କେର ଶତ୍ରୁଗଣଠାରୁ ଲୁଟି ନଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ଦିନ ସେମାନେ ଆପଣାମାନଙ୍କର ଆନୀତ ଲୁଟଦ୍ରବ୍ୟ ମଧ୍ୟରୁ ସାତ ଶହ ଗୋରୁ ଓ ସାତ ହଜାର ମେଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସେମାନେ 700 ବଳଦ, 7000 ଛେଳି ଓ ମେଣ୍ଢା ସଦାପ୍ରଭୁଙ୍କ ନିକଟରେ ବଳିଦାନ ଦେଲେ। ଆସାଙ୍କ ସୈନ୍ୟମାନେ ସେହିସବୁ ପଶୁପଲ ଓ ଅନ୍ୟାନ୍ୟ ବହୁମୂଲ୍ୟ ପଦାର୍ଥ ସବୁକୁ ସେମାନଙ୍କର ଶତ୍ରୁଗଣଠାରୁ ଲୁଟି ନେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ଦିନ ସେମାନେ ଆପଣାମାନଙ୍କର ଆନୀତ ଲୁଟଦ୍ରବ୍ୟ ମଧ୍ୟରୁ ସାତ ଶହ ଗୋରୁ ଓ ସାତ ହଜାର ମେଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ଦିନ ସେମାନେ ଆପଣାମାନଙ୍କର ଆନୀତ ଲୁଟଦ୍ରବ୍ୟ ମଧ୍ୟରୁ ସାତ ଶହ ଗୋରୁ ଓ ସାତ ହଜାର ମେଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ