2 Chronicles 15:12 — Compare Translations

5 translations compared side by side

Odia - 1840
"ସମାନେେ ସମାନଙ୍କେର ସମସ୍ତ ହୃଦଯ ଓ ସମସ୍ତ ଆତ୍ମା ସହିତ ସଦାପ୍ରଭୁ ପରମେଶ୍ବରଙ୍କର ସବୋ କରିବେ ବୋଲି ଏକ ଚୁକ୍ତି କଲେ। ସମାନଙ୍କେର ପୂର୍ବପୁରୁଷମାନେ ସହେି ପରମେଶ୍ବରଙ୍କର ହିଁ ସବୋ ଆରାଧନା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ଵରଙ୍କର ଅନ୍ଵେଷଣ କରିବାକୁ,
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେମାନଙ୍କର ସମସ୍ତ ହୃଦୟ ଓ ସମସ୍ତ ଆତ୍ମା ସହିତ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବେ ବୋଲି ଏକ ଚୁକ୍ତି କଲେ। ସେମାନଙ୍କର ପୂର୍ବପୁରୁଷମାନେ ସେହି ପରମେଶ୍ୱରଙ୍କର ହିଁ ସେବା ଆରାଧନା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କର ଅନ୍ୱେଷଣ କରିବାକୁ,
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କର ଅନ୍ୱେଷଣ କରିବାକୁ,