2 Chronicles 15:13 — Compare Translations

5 translations compared side by side

Odia - 1840
"ଯେଉଁ ବ୍ଯକ୍ତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କର ଉପାସନା କରିବାକୁ ମନା କଲା, ସେ ମୃତ୍ଯୁଦଣ୍ଡ ଭୋଗ କରୁଥିଲା। ସହେି ବ୍ଯକ୍ତି ଜଣେ ବିଖ୍ଯାତ ବ୍ଯକ୍ତି ହେଉ କି ନ ହେଉ, କିଅବା ସହେି ବ୍ଯକ୍ତି ଜଣେ ପୁରୁଷ ହେଉ ଅବା ନାରୀ ହେଉ, ସେଥି ରେ କିଛି ଫରକ ପଡ଼ୁ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସାନ କି ବଡ଼, ପୁରୁଷ କି ସ୍ତ୍ରୀ, ଯେକେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କୁ ଅନ୍ଵେଷଣ ନ କରିବ, ତାହାର ପ୍ରାଣଦଣ୍ତ ହେବ ବୋଲି ନିୟମ କଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ଉପାସନା କରିବାକୁ ମନା କଲା, ସେ ମୃତ୍ୟୁଦଣ୍ଡ ଭୋଗ କରୁଥିଲା। ସେହି ବ୍ୟକ୍ତି ଜଣେ ବିଖ୍ୟାତ ବ୍ୟକ୍ତି ହେଉ କି ନ ହେଉ, କିଅବା ସେହି ବ୍ୟକ୍ତି ଜଣେ ପୁରୁଷ ହେଉ ଅବା ନାରୀ ହେଉ, ସେଥିରେ କିଛି ଫରକ ପଡ଼ୁ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସାନ କି ବଡ଼, ପୁରୁଷ କି ସ୍ତ୍ରୀ, ଯେକେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଅନ୍ୱେଷଣ ନ କରିବ, ତାହାର ପ୍ରାଣଦଣ୍ଡ ହେବ ବୋଲି ନିୟମ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସାନ କି ବଡ଼, ପୁରୁଷ କି ସ୍ତ୍ରୀ, ଯେକେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଅନ୍ୱେଷଣ ନ କରିବ, ତାହାର ପ୍ରାଣଦଣ୍ଡ ହେବ ବୋଲି ନିୟମ କଲେ।

Recommended Reading