2 Chronicles 15:14 — Compare Translations

5 translations compared side by side

Odia - 1840
"ଏହାପରେ ଆସା ଓ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ଏକ ଶପଥ କଲେ। ସମାନେେ ବଡ଼ ପାଟି ରେ ଚିତ୍କାର କଲେ। ଆହୁରି ମଧ୍ଯ ସମାନେେ ତୂରୀ ଓ ଶିଙ୍ଗା ବଜାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେମାନେ ଉଚ୍ଚୈଃସ୍ଵରରେ ଜୟଧ୍ଵନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଆସା ଓ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ଏକ ଶପଥ କଲେ। ସେମାନେ ବଡ଼ ପାଟିରେ ଚିତ୍କାର କଲେ। ଆହୁରି ମଧ୍ୟ ସେମାନେ ତୂରୀ ଓ ତୂରୀ ବଜାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେମାନେ ଉଚ୍ଚସ୍ୱରରେ ଜୟଧ୍ୱନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେମାନେ ଉଚ୍ଚୈଃସ୍ୱରରେ ଜୟଧ୍ୱନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ।