2 Chronicles 15:16 — Compare Translations
5 translations compared side by side
Odia - 1840
"ରାଜା ଆସା ତାଙ୍କର ମାତା ମହୀମାଖାଙ୍କୁ ରାଣୀମା' ପଦରୁ ମଧ୍ଯ ବିତାଡ଼ିତ କଲେ। ମାଖା ଏକ ଘୃଣ୍ଯ ଆଶରୋ ସ୍ତମ୍ଭ ନିର୍ମାଣ କରିଥିବାରୁ ଆସା ଏହିପରି କଲେ। ଆସା ସହେି ଆଶରୋ ସ୍ତମ୍ଭକୁ କାଟି ପକାଇଲେ ଓ ତାହାକୁ ଭାଙ୍ଗି ଖଣ୍ଡ ଖଣ୍ଡ କଲେ। ଏହାପରେ ସେ କିଦ୍ରୋଣ୍ ଉପତ୍ୟକା ରେ ସହେି ଖଣ୍ଡଗୁଡ଼ିକୁ ପୋଡ଼ି ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରାଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଆସା ତାଙ୍କର ମାତା ମହୀମାଖାଙ୍କୁ ରାଣୀମା’ ପଦରୁ ମଧ୍ୟ ବିତାଡ଼ିତ କଲେ। ମାଖା ଏକ ଘୃଣ୍ୟ ଆଶେରା ସ୍ତମ୍ଭ ନିର୍ମାଣ କରିଥିବାରୁ ଆସା ଏହିପରି କଲେ। ଆସା ସେହି ଆଶେରା ସ୍ତମ୍ଭକୁ କାଟି ପକାଇଲେ ଓ ତାହାକୁ ଭାଙ୍ଗି ଖଣ୍ଡ ଖଣ୍ଡ କଲେ। ଏହା ପରେ ସେ କିଦ୍ରୋଣ୍ ଉପତ୍ୟକାରେ ସେହି ଖଣ୍ଡଗୁଡ଼ିକୁ ପୋଡ଼ି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ।