2 Chronicles 15:17 — Compare Translations

5 translations compared side by side

Odia - 1840
"ଯଦିଓ ଇଶ୍ରାୟେଲରୁ ଉଚ୍ଚସ୍ଥାନଗୁଡ଼ିକ ଧ୍ବଂସ କରାୟାଇ ନ ଥିଲା, କିନ୍ତୁ ଆସାଙ୍କର ଜୀବନ ସାରା ତାଙ୍କର ହୃଦଯ ସଦାପ୍ରଭୁଙ୍କ ପ୍ରତି ବିଶ୍ବସ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଉଚ୍ଚସ୍ଥଳୀସକଳ ଇସ୍ରାଏଲ ମଧ୍ୟରୁ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଯାବଜ୍ଜୀବନ ତାଙ୍କର ଅନ୍ତଃକରଣ ସିଦ୍ଧ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ଇସ୍ରାଏଲରୁ ଉଚ୍ଚସ୍ଥାନଗୁଡ଼ିକ ଧ୍ୱଂସ କରାଯାଇ ନ ଥିଲା, କିନ୍ତୁ ଆସାଙ୍କର ଜୀବନ ସାରା ତାଙ୍କର ହୃଦୟ ସଦାପ୍ରଭୁଙ୍କ ପ୍ରତି ବିଶ୍ୱସ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଉଚ୍ଚସ୍ଥଳୀସକଳ ଇସ୍ରାଏଲ ମଧ୍ୟରୁ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଯାବଜ୍ଜୀବନ ତାଙ୍କର ଅନ୍ତଃକରଣ ସିଦ୍ଧ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଉଚ୍ଚସ୍ଥଳୀସକଳ ଇସ୍ରାଏଲ ମଧ୍ୟରୁ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଯାବଜ୍ଜୀବନ ତାଙ୍କର ଅନ୍ତଃକରଣ ସିଦ୍ଧ ଥିଲା।