2 Chronicles 15:18 — Compare Translations

5 translations compared side by side

Odia - 1840
"ଆଉ, ଆସା, ତାଙ୍କର ପିତା ଓ ସେ ନିଜେ ଦଇେଥିବା ପବିତ୍ର ଭଟେୀସବୁକୁ ପରମେଶ୍ବରଙ୍କ ମନ୍ଦିର ରେ ଆଣି ରଖିଲେ। ସହେି ବସ୍ତୁଗୁଡ଼ିକ ରୂପା ଓ ସୁନା ରେ ନିର୍ମିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ବସ୍ତୁସବୁ ଓ ନିଜର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ପରମେଶ୍ଵରଙ୍କ ଗୃହକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ, ଆସା, ତାଙ୍କର ପିତା ଓ ସେ ନିଜେ ଦେଇଥିବା ପବିତ୍ର ଭେଟୀସବୁକୁ ପରମେଶ୍ୱରଙ୍କ ମନ୍ଦିରରେ ଆଣି ରଖିଲେ। ସେହି ବସ୍ତୁଗୁଡ଼ିକ ରୂପା ଓ ସୁନାରେ ନିର୍ମିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ବସ୍ତୁସବୁ ଓ ନିଜର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ପରମେଶ୍ୱରଙ୍କ ଗୃହକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ବସ୍ତୁସବୁ ଓ ନିଜର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ପରମେଶ୍ୱରଙ୍କ ଗୃହକୁ ଆଣିଲେ।