2 Chronicles 15:19 — Compare Translations

5 translations compared side by side

Odia - 1840
"ଆସାଙ୍କ ରାଜତ୍ବର ପଞ୍ଚତିରିଶତମ ବର୍ଷ ପର୍ୟ୍ଯନ୍ତ ଆଉ ୟୁଦ୍ଧ ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆସାଙ୍କର ଅଧିକାରର ପଞ୍ଚତିରିଶ ବର୍ଷ ପର୍ଯ୍ୟନ୍ତ ଆଉ ଯୁଦ୍ଧ ନୋହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆସାଙ୍କ ରାଜତ୍ୱର ପଞ୍ଚତିରିଶତମ ବର୍ଷ ପର୍ଯ୍ୟନ୍ତ ଆଉ ଯୁଦ୍ଧ ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆସାଙ୍କ ରାଜତ୍ଵର ପଞ୍ଚତିରିଶ ବର୍ଷ ପର୍ଯ୍ୟନ୍ତ ଆଉ ଯୁଦ୍ଧ ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆସାଙ୍କ ରାଜତ୍ଵର ପଞ୍ଚତିରିଶ ବର୍ଷ ପର୍ଯ୍ୟନ୍ତ ଆଉ ଯୁଦ୍ଧ ହେଲା ନାହିଁ।