2 Chronicles 15:2 — Compare Translations
5 translations compared side by side
Odia - 1840
"ଅସରିଯ ଆସାଙ୍କୁ ସାକ୍ଷାତ କରିବାକୁ ଗଲେ। ଅସରିଯ କହିଲେ, ଆସା ଓ ଯିହୁଦା ଏବଂ ବିନ୍ଯାମୀନର ଲୋକ ସମସ୍ତେ, ତୁମ୍ଭମାନେେ ମାେ କଥା ଶୁଣ। ତୁମ୍ଭମାନେେ ଯେତବେେଳେ ପରମେଶ୍ବରଙ୍କ ସହିତ ଥିଲ, ସେ ତୁମ୍ଭମାନଙ୍କ ସହିତ ରେ ଥିଲେ। ତୁମ୍ଭମାନେେ ଯଦି ସଦାପ୍ରଭୁଙ୍କୁ ଖାଜେିବ, ତବେେ ତୁମ୍ଭମାନେେ ତାଙ୍କୁ ପାଇବ। କିନ୍ତୁ ଯଦି ତୁମ୍ଭମାନେେ ତାଙ୍କୁ ପରିତ୍ଯାଗ କରିବ, ସେ ତୁମ୍ଭମାନଙ୍କୁ ପରିତ୍ଯାଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯେବେ ତୁମ୍ଭେମାନେ ତାହାଙ୍କ ଅନ୍ଵେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯେବେ ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଅସରିୟ ଆସାଙ୍କୁ ସାକ୍ଷାତ କରିବାକୁ ଗଲେ। ଅସରିୟ କହିଲେ, “ଆସା ଓ ଯିହୁଦା ଏବଂ ବିନ୍ୟାମୀନର ଲୋକ ସମସ୍ତେ, ତୁମ୍ଭେମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଯେତେବେଳେ ପରମେଶ୍ୱରଙ୍କ ସହିତ ଥିଲ, ସେ ତୁମ୍ଭମାନଙ୍କ ସହିତରେ ଥିଲେ। ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କୁ ଖୋଜିବ, ତେବେ ତୁମ୍ଭେମାନେ ତାହାଙ୍କୁ ପାଇବ। କିନ୍ତୁ ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋ’ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।