2 Chronicles 15:3 — Compare Translations

5 translations compared side by side

Odia - 1840
"ପ୍ରକୃତ ରେ ଇଶ୍ରାୟେଲ ଦୀର୍ଘକାଳ ପର୍ୟ୍ଯନ୍ତ ପରମେଶ୍ବରଙ୍କ ବିନା ରହିଥିଲା। ଆଉ ସମାନେେ ଜଣେ ଶିକ୍ଷାଗୁରୁ ଯାଜକ ଓ ନିଯମ ବିନା ରହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ବହୁ କାଳ ପର୍ଯ୍ୟନ୍ତ ସତ୍ୟ ପରମେଶ୍ଵର-ବିହୀନ ଓ ଶିକ୍ଷାଦାୟୀ-ଯାଜକ-ବିହୀନ ଓ ବ୍ୟବସ୍ଥା-ବିହୀନ ହୋଇଥିଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରକୃତରେ ଇସ୍ରାଏଲ ଦୀର୍ଘକାଳ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ବିନା ରହିଥିଲା। ଆଉ ସେମାନେ ଜଣେ ଶିକ୍ଷାଗୁରୁ ଯାଜକ ଓ ନିୟମ ବିନା ରହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ବହୁ କାଳ ପର୍ଯ୍ୟନ୍ତ ସତ୍ୟ ପରମେଶ୍ୱର-ବିହୀନ ଓ ଶିକ୍ଷାଦାୟୀ-ଯାଜକବିହୀନ ଓ ବ୍ୟବସ୍ଥାବିହୀନ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ବହୁ କାଳ ପର୍ଯ୍ୟନ୍ତ ସତ୍ୟ ପରମେଶ୍ୱର-ବିହୀନ ଓ ଶିକ୍ଷାଦାୟୀ-ଯାଜକବିହୀନ ଓ ବ୍ୟବସ୍ଥାବିହୀନ ହୋଇଥିଲେ।