2 Chronicles 15:4 — Compare Translations
5 translations compared side by side
Odia - 1840
"କିନ୍ତୁ ଯେତବେେଳେ ଇଶ୍ରାୟେଲ ଲୋକମାନେ ଦୁଃଖ ପାଇଲେ, ସମାନେେ ପୁନର୍ବାର ସଦାପ୍ରଭୁ ପରମେଶ୍ବରଙ୍କ ପ୍ରତି ଫରେିଲେ। ସେ ଇଶ୍ରାୟେଲର ପରମେଶ୍ବର ଅଟନ୍ତି। ସମାନେେ ସଦାପ୍ରଭୁଙ୍କୁ ଖାଜେିଲେ, ଆଉ ସମାନେେ ତାଙ୍କୁ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରତି ଫେରି ତାହାଙ୍କର ଅନ୍ଵେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେତେବେଳେ ଇସ୍ରାଏଲ ଲୋକମାନେ ଦୁଃଖ ପାଇଲେ, ସେମାନେ ପୁନର୍ବାର ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ଫେରିଲେ। ସେ ଇସ୍ରାଏଲର ପରମେଶ୍ୱର ଅଟନ୍ତି। ସେମାନେ ସଦାପ୍ରଭୁଙ୍କୁ ଖୋଜିଲେ, ଆଉ ସେମାନେ ତାଙ୍କୁ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ।