2 Chronicles 15:5 — Compare Translations
5 translations compared side by side
Odia - 1840
"ସହେି ଦୁର୍ଦ୍ଦଶାର ସମୟରେ କୌଣସି ବ୍ଯକ୍ତି ସୁରକ୍ଷିତ ଭାବରେ ୟାତ୍ରା କରିପାରୁ ନ ଥିଲେ। ସହେି ଦେଶର ସମସ୍ତ ବାସିନ୍ଦା ଅସୁବିଧା ରେ ପଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ବାହାରେ ଯିବା ଓ ଭିତରେ ଆସିବା ଲୋକର କିଛି ଶାନ୍ତି ନ ଥିଲା, ମାତ୍ର ଦେଶର ନିବାସୀ ସମସ୍ତେ ମହାତ୍ରାସଯୁକ୍ତ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁର୍ଦ୍ଦଶାର ସମୟରେ କୌଣସି ବ୍ୟକ୍ତି ସୁରକ୍ଷିତ ଭାବରେ ଯାତ୍ରା କରିପାରୁ ନ ଥିଲେ। ସେହି ଦେଶର ସମସ୍ତ ବାସିନ୍ଦା ଅସୁବିଧାରେ ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ବାହାରେ ଯିବା ଓ ଭିତରେ ଆସିବା ଲୋକର କିଛି ଶାନ୍ତି ନ ଥିଲା, ମାତ୍ର ଦେଶର ନିବାସୀ ସମସ୍ତେ ମହାତ୍ରାସଯୁକ୍ତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ବାହାରେ ଯିବା ଓ ଭିତରେ ଆସିବା ଲୋକର କିଛି ଶାନ୍ତି ନ ଥିଲା, ମାତ୍ର ଦେଶର ନିବାସୀ ସମସ୍ତେ ମହାତ୍ରାସଯୁକ୍ତ ଥିଲେ।