2 Chronicles 15:6 — Compare Translations

5 translations compared side by side

Odia - 1840
"ଗୋଟିଏ ଦେଶ ଆଉ ଏକ ଦେଶକୁ ବିନାଶ କରୁଥିଲା ଓ ଗୋଟିଏ ନଗର ଆଉ ଗୋଟିଏ ନଗରକୁ ଧ୍ବଂସ କରୁଥିଲା। ପରମେଶ୍ବର ସମାନଙ୍କେ ପ୍ରତି ସବୁ ପ୍ରକାର ଦୁର୍ଦ୍ଦଶା ଘଟାଉ ଥିବାରୁ ଏହିପରି ଘଟୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ଵର ସର୍ବପ୍ରକାର ସଂକଟ ଦ୍ଵାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ଦେଶ ଆଉ ଏକ ଦେଶକୁ ବିନାଶ କରୁଥିଲା ଓ ଗୋଟିଏ ନଗର ଆଉ ଗୋଟିଏ ନଗରକୁ ଧ୍ୱଂସ କରୁଥିଲା। ପରମେଶ୍ୱର ସେମାନଙ୍କ ପ୍ରତି ସବୁ ପ୍ରକାର ଦୁର୍ଦ୍ଦଶା ଘଟାଉ ଥିବାରୁ ଏହିପରି ଘଟୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବପ୍ରକାର ସଙ୍କଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବ ପ୍ରକାର ସଂକଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ।