2 Chronicles 15:7 — Compare Translations
5 translations compared side by side
Odia - 1840
"କିନ୍ତୁ ଆସ, ତୁମ୍ଭେ ଓ ଯିହୁଦା ଏବଂ ବିନ୍ଯାମୀନର ଲୋକ ସମସ୍ତେ ଦୃଢ଼ ହୁଅ। ଦୁର୍ବଳ ହୁଅ ନାହିଁ, କାରଣ ତୁମ୍ଭମାନେେ ତୁମ୍ଭମାନଙ୍କର ଉତ୍ତମ କାର୍ୟ୍ଯ ନିମନ୍ତେ ପୁରସ୍କାର ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ବଳବାନ ହୁଅ ଓ ଆପଣାମାନଙ୍କ ହସ୍ତ ଶିଥିଳ ହେବାକୁ ନ ଦିଅ; କାରଣ ତୁମ୍ଭମାନଙ୍କ କର୍ମ ପୁରସ୍କୃତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆସ, ତୁମ୍ଭେ ଓ ଯିହୁଦା ଏବଂ ବିନ୍ୟାମୀନର ଲୋକ ସମସ୍ତେ ଦୃଢ଼ ହୁଅ। ଦୁର୍ବଳ ହୁଅ ନାହିଁ, କାରଣ ତୁମ୍ଭେମାନେ ତୁମ୍ଭମାନଙ୍କର ଉତ୍ତମ କାର୍ଯ୍ୟ ନିମନ୍ତେ ପୁରସ୍କାର ପାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ବଳବାନ ହୁଅ ଓ ଆପଣାମାନଙ୍କ ହସ୍ତ ଶିଥିଳ ହେବାକୁ ନ ଦିଅ; କାରଣ ତୁମ୍ଭମାନଙ୍କ କର୍ମ ପୁରସ୍କୃତ ହେବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ବଳବାନ ହୁଅ ଓ ଆପଣାମାନଙ୍କ ହସ୍ତ ଶିଥିଳ ହେବାକୁ ନ ଦିଅ; କାରଣ ତୁମ୍ଭମାନଙ୍କ କର୍ମ ପୁରସ୍କୃତ ହେବ।”