2 Chronicles 15:9 — Compare Translations

5 translations compared side by side

Odia - 1840
"ଏହାପରେ ଆସା ଯିହୁଦା ଓ ବିନ୍ଯାମୀନର ସମସ୍ତ ଲୋକଙ୍କୁ ଏକତ୍ରୀତ କଲେ। ସେ ଆହୁରି ମଧ୍ଯ ଇଫ୍ରଯିମ, ମନଃଶି ଓଶିମିଯୋନ ବଂଶର ଲୋକମାନଙ୍କୁ ଏକତ୍ରୀତ କଲେ, ଯେଉଁମାନେ ଇଶ୍ରାୟେଲ ଦେଶରୁ ବାହାରି ଯିହୁଦା ଦେଶ ରେ ବାସ କରିବାକୁ ଆସିଥିଲେ, ସହେି ଲୋକମାନଙ୍କ ମଧିଅରେ ଅଧିକାଂଶ ଲୋକ ଯିହୁଦା ଦେଶକୁ ଚାଲି ଆସିଥିଲେ, କାରଣ ସମାନେେ ଦେଖିଲେ ଯେ, ସଦାପ୍ରଭୁ, ଆସାଙ୍କର ପରମେଶ୍ବର, ଆସାଙ୍କର ସହିତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ସମୁଦାୟ ଯିହୁଦା ଓ ବିନ୍ୟାମୀନ ଲୋକଙ୍କୁ, ପୁଣି ଇଫ୍ରୟିମ ଓ ମନଃଶି ଓ ଶିମୀୟୋନ ମଧ୍ୟରୁ ସେମାନଙ୍କ ସହିତ ପ୍ରବାସକାରୀ ଲୋକମାନଙ୍କୁ ଏକତ୍ର କଲେ; କାରଣ ଇସ୍ରାଏଲ ମଧ୍ୟରୁ ଅନେକେ ସଦାପ୍ରଭୁ ତାଙ୍କର ପରମେଶ୍ଵର ତାଙ୍କର ସହବର୍ତ୍ତୀ ଅଛନ୍ତି ବୋଲି ଦେଖି ତାଙ୍କ ସପକ୍ଷ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଆସା ଯିହୁଦା ଓ ବିନ୍ୟାମୀନର ସମସ୍ତ ଲୋକଙ୍କୁ ଏକତ୍ରିତ କଲେ। ସେ ଆହୁରି ମଧ୍ୟ ଇଫ୍ରୟିମ, ମନଃଶି ଓ ଶିମିୟୋନ ବଂଶର ଲୋକମାନଙ୍କୁ ଏକତ୍ରିତ କଲେ, ଯେଉଁମାନେ ଇସ୍ରାଏଲ ଦେଶରୁ ବାହାରି ଯିହୁଦା ଦେଶରେ ବାସ କରିବାକୁ ଆସିଥିଲେ, ସେହି ଲୋକମାନଙ୍କ ମଧ୍ୟରେ ଅଧିକାଂଶ ଲୋକ ଯିହୁଦା ଦେଶକୁ ଗ୍ଭଲି ଆସିଥିଲେ, କାରଣ ସେମାନେ ଦେଖିଲେ ଯେ, ସଦାପ୍ରଭୁ, ଆସାଙ୍କର ପରମେଶ୍ୱର, ଆସାଙ୍କର ସହିତ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ସମୁଦାୟ ଯିହୁଦା ଓ ବିନ୍ୟାମୀନ୍ ଲୋକଙ୍କୁ, ପୁଣି ଇଫ୍ରୟିମ ଓ ମନଃଶି ଓ ଶିମୀୟୋନ ମଧ୍ୟରୁ ସେମାନଙ୍କ ସହିତ ପ୍ରବାସକାରୀ ଲୋକମାନଙ୍କୁ ଏକତ୍ର କଲେ; କାରଣ ଇସ୍ରାଏଲ ମଧ୍ୟରୁ ଅନେକେ ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ଅଛନ୍ତି ବୋଲି ଦେଖି ତାଙ୍କ ସପକ୍ଷ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ସମୁଦାୟ ଯିହୁଦା ଓ ବିନ୍ୟାମୀନ୍ ଲୋକଙ୍କୁ, ପୁଣି ଇଫ୍ରୟିମ ଓ ମନଃଶି ଓ ଶିମୀୟୋନ ମଧ୍ୟରୁ ସେମାନଙ୍କ ସହିତ ପ୍ରବାସକାରୀ ଲୋକମାନଙ୍କୁ ଏକତ୍ର କଲେ; କାରଣ ଇସ୍ରାଏଲ ମଧ୍ୟରୁ ଅନେକେ ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ଅଛନ୍ତି ବୋଲି ଦେଖି ତାଙ୍କ ସପକ୍ଷ ହୋଇଥିଲେ।