2 Chronicles 16:10 — Compare Translations
5 translations compared side by side
Odia - 1840
"ହନାନି ଏହିପରି କଥା କହିବାରୁ ଆସା ତାଙ୍କ ଉପରେ କୋର୍ଧ କଲେ। ଆସା ଏତେ ରାଗିଗଲେ ଯେ, ସେ ହାନାନିଙ୍କୁ ବନ୍ଦୀଶାଳା ରେ ନିକ୍ଷପେ କଲେ। ସହେି ସମୟରେ ଆସା ଆଉ କେତଜେଣ ବ୍ଯକ୍ତିଙ୍କ ପ୍ରତି ମଧ୍ଯ ନିଷ୍ଠୁର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ଵିତ ହୋଇଥିଲେ । ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଦୌରାତ୍ମ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହନାନି ଏହିପରି କଥା କହିବାରୁ ଆସା ତାଙ୍କ ଉପରେ କ୍ରୋଧ କଲେ। ଆସା ଏତେ ରାଗିଗଲେ ଯେ, ସେ ହାନାନିଙ୍କୁ ବନ୍ଦୀଶାଳାରେ ନିକ୍ଷେପ କଲେ। ସେହି ସମୟରେ ଆସା ଆଉ କେତେଜଣ ବ୍ୟକ୍ତିଙ୍କ ପ୍ରତି ମଧ୍ୟ ନିଷ୍ଠୁର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।