2 Chronicles 16:11 — Compare Translations

5 translations compared side by side

Odia - 1840
"ଆସା ଯେଉଁ ସମସ୍ତ କର୍ମ କରିଥିଲେ, ତାହା ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଯିହୁଦା ଓ ଇଶ୍ରାୟେଲର ରାଜଗଣଙ୍କର ଇତିହାସ ପୁସ୍ତକରେ ଲଖାେ ୟାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଏହି ଆସାଙ୍କର ଆଦ୍ୟ; କ୍ରିୟାର ବୃତ୍ତା; ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆସା ଯେଉଁ ସମସ୍ତ କର୍ମ କରିଥିଲେ, ତାହା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ରାଜଗଣଙ୍କର ଇତିହାସ ପୁସ୍ତକରେ ଲେଖା ଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଏହି ଆସାଙ୍କର ଆଦ୍ୟନ୍ତ କ୍ରିୟାର ବୃତ୍ତାନ୍ତ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖାଅଛି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଏହି ଆସାଙ୍କର ଆଦ୍ୟନ୍ତ କ୍ରିୟାର ବୃତ୍ତାନ୍ତ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ଅଛି।