2 Chronicles 16:12 — Compare Translations

5 translations compared side by side

Odia - 1840
"ଆସାଙ୍କ ରାଜତ୍ବର ଅଣଚାଳିଶତମ ବର୍ଷ ରେ ତାଙ୍କର ପାଦଦ୍ବଯ ରୋଗଗ୍ରସ୍ତ ହାଇେ ପଡ଼ିଲା। ତାଙ୍କର ରୋଗ ଅତ୍ଯନ୍ତ ଭୟଙ୍କର ହାଇେ ପଡ଼ିଲା, କିନ୍ତୁ ସେ ସଦାପ୍ରଭୁଙ୍କଠାରୁ ସାହାୟ୍ଯ ଲୋଡ଼ିଲେ ନାହିଁ। ଆସା ଡ଼ାକ୍ତରମାନଙ୍କର ସାହାୟ୍ଯ ଲୋଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସା ଆପଣା ଅଧିକାରର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ଵେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ଵେଷଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସାଙ୍କ ରାଜତ୍ୱର ଅଣଗ୍ଭଳିଶତମ ବର୍ଷରେ ତାଙ୍କର ପାଦଦ୍ୱୟ ରୋଗଗ୍ରସ୍ତ ହୋଇ ପଡ଼ିଲା। ତାଙ୍କର ରୋଗ ଅତ୍ୟନ୍ତ ଭୟଙ୍କର ହୋଇ ପଡ଼ିଲା, କିନ୍ତୁ ସେ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ଲୋଡ଼ିଲେ ନାହିଁ। ଆସା ଡାକ୍ତରମାନଙ୍କର ସାହାଯ୍ୟ ଲୋଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆସା ଆପଣା ରାଜତ୍ଵର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ୱେଷଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆସା ଆପଣା ରାଜତ୍ଵର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ୱେଷଣ କଲେ।